1 ଶାମୁୟେଲ 31:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit laଓଡିଆ ବାଇବେଲ9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit laପବିତ୍ର ବାଇବଲ9 ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ୟାଦିକୁ ନେଇଗଲେ। ପଲେଷ୍ଟୀୟମାନେ ନିଜ ନିଜର ଦେବଗଣ ଗୃହ ବା ମନ୍ଦିରକୁ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡ଼କୁ ଖବର ଦେଇ ପଠାଇଲେ। Gade chapit la |