1 ଶାମୁୟେଲ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Gade chapit laଓଡିଆ ବାଇବେଲ1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Gade chapit laପବିତ୍ର ବାଇବଲ1 ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”