Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସେ ପରମେଶ୍ଵରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ଵାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

18 ଯେତେବେଳେ ଏଲି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଗଲା ଓ ସେ ମୃତ୍ୟୁବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶ୍ ବର୍ଷ ଇସ୍ରାଏଲର ନେତୃତ୍ୱ ନେଲେ।

Gade chapit la Kopi




1 ଶାମୁୟେଲ 4:18
15 Referans Kwoze  

କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”


ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।


ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”


ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।


ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।


Swiv nou:

Piblisite


Piblisite