Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ତା'ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi




1 ଶାମୁୟେଲ 4:20
5 Referans Kwoze  

ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।


ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।


ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।


Swiv nou:

Piblisite


Piblisite