Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।

Gade chapit la Kopi

ପବିତ୍ର ବାଇବଲ

6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନିର ଅଭିପ୍ରାୟ କ’ଣ?” ଆଉ ସେମାନେ ଜାଣିଲେ, ଯେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଇସ୍ରାଏଲର ଛାଉଣିକି ଅଣାଗଲା।

Gade chapit la Kopi




1 ଶାମୁୟେଲ 4:6
4 Referans Kwoze  

ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।


ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।


ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”


Swiv nou:

Piblisite


Piblisite