Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର।

Gade chapit la Kopi

ଓଡିଆ ବାଇବେଲ

9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ

9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ଓ ସାହସୀ ହୁଅ। ପୁରୁଷ ପଣରେ ଯୁଦ୍ଧ କର। ତହିଁରେ ଏବ୍ରୀୟମାନେ ଆମ୍ଭର ଦାସ ହୋଇଥିଲେ, ତେଣୁ ତୁମ୍ଭେମାନେ ନିଶ୍ଚୟ ସେମାନଙ୍କର ଦାସ ହୋଇ ପାରିବ ନାହିଁ। ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”

Gade chapit la Kopi




1 ଶାମୁୟେଲ 4:9
10 Referans Kwoze  

ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।


ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।


ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।


Swiv nou:

Piblisite


Piblisite