Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।

Gade chapit la Kopi




1 ଶାମୁୟେଲ 5:2
7 Referans Kwoze  

ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।


ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।


Swiv nou:

Piblisite


Piblisite