1 ଶାମୁୟେଲ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି ଦାଗୋନ୍ର ମୁଣ୍ତ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ଵାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକୀ ରହିଅଛି। Gade chapit laଓଡିଆ ବାଇବେଲ4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି। Gade chapit laପବିତ୍ର ବାଇବଲ4 ପୁଣି ସେମାନେ ପରଦିନ ପ୍ରଭାତରେ ଯେତେବେଳେ ଉଠିଲେ ଦାଗୋନ୍ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଥିଲା ଏବଂ ବାହୁଗୁଡ଼ିକ ଓ ମୁଣ୍ଡ କଟା ହୋଇଥିଲା ଏବଂ ଦ୍ୱାରବନ୍ଧ ଉପରେ ପଡ଼ିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହୋଇ ରହିଥିଲା। Gade chapit la |