1 ଶାମୁୟେଲ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ସେହି ଶଗଡ଼ ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ14 ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ14-15 ଏବଂ ବୈଥ୍-ଶେମଶରେ ଯିହୋଶୂୟ ନାମକ ଜଣେ ଲୋକର କ୍ଷେତ୍ରରେ ଶଗଡ଼ଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା। ଲେବୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଓ ଥଳି ଭିତରେ ଥିବା ସୁବର୍ଣ୍ଣର ନକ୍ସାକୁ ବିରାଟ ପଥର ଉପରେ ରଖିଲେ। ତା'ପରେ ବୈଥ୍-ଶେମଶୀର ଲୋକମାନେ ଶଗଡ଼ଟିକୁ କାଟିଲେ ଏବଂ ଗାଈ ଦୁଇଟିକୁ ହତ୍ୟା କଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ନିକଟରେ ବଳି ଦେଲେ। ସେହି ଦିନ ସେମାନେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ। Gade chapit la |