Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ଵର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବୈଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।

Gade chapit la Kopi




1 ଶାମୁୟେଲ 6:15
3 Referans Kwoze  

ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।


ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।


Swiv nou:

Piblisite


Piblisite