1 ଶାମୁୟେଲ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?” Gade chapit laପବିତ୍ର ବାଇବଲ (Re-edited) - (BSI)20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ? Gade chapit laଓଡିଆ ବାଇବେଲ20 ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ? Gade chapit laପବିତ୍ର ବାଇବଲ20 ଏବଂ ବୈଥ୍-ଶେମଶର ଲୋକମାନେ କହିଲେ, “ସଦାପ୍ରଭୁ ପବିତ୍ର ପରମେଶ୍ୱରଙ୍କ ଉପସ୍ଥିତିରେ କିଏ ଛିଡ଼ା ହୋଇପାରେ? ଏଠାରୁ କେଉଁଠାକୁ ଏହି ସିନ୍ଦୁକକୁ ନିଆଯିବ?” Gade chapit la |