1 ଶାମୁୟେଲ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ। Gade chapit laଓଡିଆ ବାଇବେଲ5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ। Gade chapit laପବିତ୍ର ବାଇବଲ5 ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗୁଡ଼ିକ ତୁମ୍ଭର ଭୂମିକୁ ଆକ୍ରମଣ କରନ୍ତି ଓ ଧ୍ୱଂସ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଦିଅ। ତାହାହେଲେ ସେ ହୁଏତ ତୁମ୍ଭମାନଙ୍କୁ, ତୁମ୍ଭର ଦେବତାଗଣଙ୍କୁ ଓ ତୁମ୍ଭର ଦେଶକୁ ଦଣ୍ତିତ କରିବା ବନ୍ଦ କରିବ। Gade chapit la |