Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ;

Gade chapit la Kopi

ଓଡିଆ ବାଇବେଲ

7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;

Gade chapit la Kopi

ପବିତ୍ର ବାଇବଲ

7 “ସେଥିପାଇଁ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର, ଦୁଇଟି ଯୁଆଳି ଯୋଗ୍ଭ ହୋଇ ନ ଥିବା ଦୁହାଳି ଗାଈ ଆଣ। ଏହିପରି ଦୁଇଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକି ଗୁହାଳରେ ଭର୍ତ୍ତି କର।

Gade chapit la Kopi




1 ଶାମୁୟେଲ 6:7
5 Referans Kwoze  

ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।


“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।


ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।


ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।


ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।


Swiv nou:

Piblisite


Piblisite