1 ଶାମୁୟେଲ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ଵର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ଵରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ। Gade chapit laଓଡିଆ ବାଇବେଲ8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ। Gade chapit laପବିତ୍ର ବାଇବଲ8 ସଦାପ୍ରଭୁଙ୍କ ସିନ୍ଦୁକକୁ ସେହି ଶଗଡ଼ ଉପରେ ରଖ ଓ ସୁବର୍ଣ୍ଣର ନକ୍ସାକୁ ଥଳି ଭିତରେ ସିନ୍ଦୁକ ପାର୍ଶ୍ୱରେ ରଖ। ଏହିସବୁ ନକ୍ସାଗୁଡ଼ିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶ୍ୱରଙ୍କୁ ଉପହାର। ତା'ପରେ ଶଗଡ଼କୁ ତା'ର ରାସ୍ତାରେ ପଠାଇ ଦିଅ। Gade chapit la |