1 ଶାମୁୟେଲ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। Gade chapit laଓଡିଆ ବାଇବେଲ17 ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। Gade chapit laପବିତ୍ର ବାଇବଲ17 ଶାମୁୟେଲଙ୍କ ଘର ରାମାରେ, ତେଣୁ ସେ ସେଠାକୁ ଫେରି ଆସୁଥିଲେ। ସେ ରାମାଠାରୁ ଲୋକଙ୍କୁ ଅନୁଧ୍ୟାନ କରୁଥିଲେ ଓ ସେଠାରୁ ଶାସନ କରୁଥିଲେ। ତେଣୁ ଶାମୁୟେଲ ସଦାପ୍ରଭୁଙ୍କ ପାଇଁ ରାମାରେ ଯଜ୍ଞବେଦି ନିର୍ମାଣ କରିଥିଲେ। Gade chapit la |