1 ଶାମୁୟେଲ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Gade chapit laଓଡିଆ ବାଇବେଲ4 ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Gade chapit laପବିତ୍ର ବାଇବଲ4 ଇସ୍ରାଏଲୀୟମାନେ ସେମାନଙ୍କର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକୁ ଫିଙ୍ଗି ଦେଲେ। ସେମାନେ କେବଳ ସଦାପ୍ରଭୁଙ୍କର ସେବା କଲେ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,