1 ଶାମୁୟେଲ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ। Gade chapit laଓଡିଆ ବାଇବେଲ8 ପୁଣି, ଇସ୍ରାଏଲ ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ। Gade chapit laପବିତ୍ର ବାଇବଲ8 ଇସ୍ରାଏଲୀୟମାନେ ଶାମୁୟେଲଙ୍କୁ କହିଲେ, “ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରୁ ଆମକୁ ରକ୍ଷା କରିବାକୁ ପରମେଶ୍ୱରଙ୍କୁ ଗୁହାରି କର।” Gade chapit la |