Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

10 ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ।

Gade chapit la Kopi




1 ଶାମୁୟେଲ 8:10
3 Referans Kwoze  

ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;


ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।


ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,


Swiv nou:

Piblisite


Piblisite