1 ଶାମୁୟେଲ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ଵ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ଵାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ। Gade chapit laଓଡିଆ ବାଇବେଲ11 ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ। Gade chapit laପବିତ୍ର ବାଇବଲ11 ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା'ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ। Gade chapit la |