Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍‍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ

12 “ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।

Gade chapit la Kopi




1 ଶାମୁୟେଲ 8:12
8 Referans Kwoze  

ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।


ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,


ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।


ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।


Swiv nou:

Piblisite


Piblisite