Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।

Gade chapit la Kopi

ପବିତ୍ର ବାଇବଲ

16 “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ।

Gade chapit la Kopi




1 ଶାମୁୟେଲ 8:16
4 Referans Kwoze  

କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।


ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।


ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।


Swiv nou:

Piblisite


Piblisite