Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ

20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।”

Gade chapit la Kopi




1 ଶାମୁୟେଲ 8:20
13 Referans Kwoze  

ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;


ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।


ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’


Swiv nou:

Piblisite


Piblisite