1 ଶାମୁୟେଲ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit laଓଡିଆ ବାଇବେଲ6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit laପବିତ୍ର ବାଇବଲ6 ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”