Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ବିନ୍ୟାମୀନ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହା-ବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ବିନ୍ୟାମୀନବଂଶୀୟ କୀଶ୍ ନାମକ ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥିଲେ। ସେ ଅବୀୟଲର ପୁତ୍ର ଥିଲେ, ଯିଏ କି ସରୋରର ପୁତ୍ର ଥିଲା, ଯିଏ କି ବଖୋରତର ପୁତ୍ର ଥିଲା, ଯିଏ କି ବିନ୍ୟାମୀନୀୟ ଅଫୀହର ପୁତ୍ର ଥିଲା।

Gade chapit la Kopi




1 ଶାମୁୟେଲ 9:1
9 Referans Kwoze  

ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।


ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।


ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।


ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।


ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।


Swiv nou:

Piblisite


Piblisite