1 ଶାମୁୟେଲ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Gade chapit laଓଡିଆ ବାଇବେଲ17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Gade chapit laପବିତ୍ର ବାଇବଲ17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।” Gade chapit la |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।