Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 କୀ‌ଶ୍‌ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ।

Gade chapit la Kopi




1 ଶାମୁୟେଲ 9:2
10 Referans Kwoze  

ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”


ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


Swiv nou:

Piblisite


Piblisite