୧ ଥେସଲନୀକୀୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ। Gade chapit laପବିତ୍ର ବାଇବଲ (Re-edited) - (BSI)10 ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି ଈଶ୍ଵର ମଧ୍ୟ ସାକ୍ଷୀ। Gade chapit laଓଡିଆ ବାଇବେଲ10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ । Gade chapit laପବିତ୍ର ବାଇବଲ (CL) NT (BSI)10 ତୁମ୍ଭେମାନେ ଓ ସ୍ୱୟଂ ଈଶ୍ୱର ଆମର ସାକ୍ଷୀ - ତୁମ ପରି ବିଶ୍ୱାସୀମାନଙ୍କ ନିକଟରେ ଆମର ଆଚରଣ ନିର୍ମଳ, ନ୍ୟାୟସଙ୍ଗତ ଦୋଷଶୂନ୍ୟ ଥିଲା। Gade chapit laପବିତ୍ର ବାଇବଲ10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଗହଣରେ ରହିଥିଲାବେଳେ, ଆମ୍ଭେମାନେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ। Gade chapit la |