୧ ଥେସଲନୀକୀୟ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେପରି ପରସ୍ପର ଓ ସମସ୍ତଙ୍କ ପ୍ରତି ପ୍ରେମରେ ପ୍ରଭୁ ତୁମ୍ଭମାନଙ୍କୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ; Gade chapit laଓଡିଆ ବାଇବେଲ12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)12 ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯେପରି ଗଭୀର, ସେହିପରି ପରସ୍ପର ପ୍ରତି ଓ ଅନ୍ୟମାନଙ୍କ ପ୍ରତି ପ୍ରଭୁ ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି କରି ଗଭୀର କରନ୍ତୁ। Gade chapit laପବିତ୍ର ବାଇବଲ12 ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ରେମ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯେଭଳି ତୁମ୍ଭମାନଙ୍କୁ ଭଲ ପାଉ, ସେହିଭଳି ତୁମ୍ଭେମାନେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। Gade chapit la |