୧ ଥେସଲନୀକୀୟ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ, ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ। Gade chapit laଓଡିଆ ବାଇବେଲ12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)12 ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ। Gade chapit laପବିତ୍ର ବାଇବଲ12 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। Gade chapit la |