୧ ଥେସଲନୀକୀୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ। Gade chapit laଓଡିଆ ବାଇବେଲ13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)13 ଭାଇମାନେ, ପରଲୋକପ୍ରାପ୍ତ ବ୍ୟକ୍ତିମାନଙ୍କ ସମ୍ପର୍କରେ ଏକ ବାସ୍ତବ କଥା ତୁମ୍ଭମାନଙ୍କୁ ଜଣାଇବାକୁ ଚାହୁଁଛୁ। ତାହାହେଲେ, ତୁମ୍ଭେମାନେ ଆଉ ଭରସାଶୂନ୍ୟ ଲୋକମାନଙ୍କ ପରି ଶୋକାକୁଳ ହେବ ନାହିଁ। Gade chapit laପବିତ୍ର ବାଇବଲ13 ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। Gade chapit la |