୧ ଥେସଲନୀକୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ଵର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। Gade chapit laଓଡିଆ ବାଇବେଲ8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ । Gade chapit laପବିତ୍ର ବାଇବଲ (CL) NT (BSI)8 ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ। Gade chapit laପବିତ୍ର ବାଇବଲ8 ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”