୧ ଥେସଲନୀକୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ, Gade chapit laଓଡିଆ ବାଇବେଲ1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, Gade chapit laପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ଏ ସମସ୍ତ ବିଷୟ କେବେ ଓ କେଉଁ ପରିସ୍ଥିତିରେ ଘଟିବ, ସେ ସମ୍ପର୍କରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ପ୍ରୟୋଜନ ନାହିଁ, Gade chapit laପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। Gade chapit la |