୧ ଥେସଲନୀକୀୟ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ। Gade chapit laଓଡିଆ ବାଇବେଲ15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)15 କେହି କାହାର ଅନ୍ୟାୟ ବଦଳରେ ଅନ୍ୟାୟ ନ କରୁ, ବରଂ ଜଣେ ଅନ୍ୟ ଜଣର ଓ ସମସ୍ତଙ୍କର ମଙ୍ଗଳ ସାଧନ ତୁମର ଲକ୍ଷ୍ୟ ହେଉ। Gade chapit laପବିତ୍ର ବାଇବଲ15 ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର। Gade chapit la |