୧ ଥେସଲନୀକୀୟ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; Gade chapit laଓଡିଆ ବାଇବେଲ5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; Gade chapit laପବିତ୍ର ବାଇବଲ (CL) NT (BSI)5 ତୁମେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମେ ରାତ୍ରି ବା ଅନ୍ଧକାରର ବଶୀଭୂତ ହୋଇ ରହି ନାହୁଁ। Gade chapit laପବିତ୍ର ବାଇବଲ5 ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ। Gade chapit la |