୧ ତୀମଥି 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍। Gade chapit laପବିତ୍ର ବାଇବଲ (Re-edited) - (BSI)17 ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍। Gade chapit laଓଡିଆ ବାଇବେଲ17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)17 ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ। Gade chapit laପବିତ୍ର ବାଇବଲ17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍। Gade chapit la |