୧ ତୀମଥି 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ, Gade chapit laଓଡିଆ ବାଇବେଲ1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, Gade chapit laପବିତ୍ର ବାଇବଲ (CL) NT (BSI)1 ଏ ସମ୍ପର୍କରେ ମୋର ପ୍ରଥମ ଅନୁରୋଧ, ଉପାସନା କରିବା ବେଳେ, ଦେଶର ଅଧିପତି, Gade chapit laପବିତ୍ର ବାଇବଲ1 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। Gade chapit la |