Biblia Todo Logo
Bib sou entènèt

- Piblisite -




୧ ତୀମଥି 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ।

Gade chapit la Kopi

ଓଡିଆ ବାଇବେଲ

11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ନାରୀମାନେ ନୀରବରେ ନମ୍ର ଭାବରେ ଶିକ୍ଷା କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ

11 ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ୟ ହେଉ।

Gade chapit la Kopi




୧ ତୀମଥି 2:11
10 Referans Kwoze  

କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।


ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।


Swiv nou:

Piblisite


Piblisite