Biblia Todo Logo
Bib sou entènèt

- Piblisite -




୧ ତୀମଥି 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;

Gade chapit la Kopi

ଓଡିଆ ବାଇବେଲ

14 ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପୁଣି ପ୍ରଥମେ ଆଦମ ପ୍ରତାରିତ ହୋଇ ନ ଥିଲେ - ନାରୀ ହିଁ ପ୍ରତାରିତ ହୋଇ ଈଶ୍ୱରଙ୍କ ଆଜ୍ଞା ଲଂଘନ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

14 ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହୋଇଥିଲା। ଏବଂ ସେ ଜଣେ ପାପିନୀ ହୋଇଥିଲା।

Gade chapit la Kopi




୧ ତୀମଥି 2:14
4 Referans Kwoze  

କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।


Swiv nou:

Piblisite


Piblisite