୧ ତୀମଥି 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Gade chapit laଓଡିଆ ବାଇବେଲ5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Gade chapit laପବିତ୍ର ବାଇବଲ (CL) NT (BSI)5 ଈଶ୍ୱର ଅଦ୍ୱିତୀୟ ଏବଂ ମନୁଷ୍ୟକୁ ଈଶ୍ୱରଙ୍କ ସହିତ ସମ୍ମିଳିତ କରାଇବା ପାଇଁ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି - ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ। Gade chapit laପବିତ୍ର ବାଇବଲ5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। Gade chapit la |