୧ ତୀମଥି 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦା-କାରିଣୀ ନ ହୋଇ ଗମ୍ଭୀରା, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ଵସ୍ତା ହେବା ଆବଶ୍ୟକ। Gade chapit laଓଡିଆ ବାଇବେଲ11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ । Gade chapit laପବିତ୍ର ବାଇବଲ (CL) NT (BSI)11-12 ଦୀକନମାନେ ମଧ୍ୟ ଏକପତ୍ନୀକ ହୋଇଥିବେ ଏବଂ ନିଜ ପରିବାର ଓ ସନ୍ତାନମାନଙ୍କୁ ଠିକ୍ ଭାବରେ ଚଳାଇ ପାରୁଥିବେ। ସେମାନଙ୍କର ପତ୍ନୀମାନେ ମଧ୍ୟ ସଚରିତ୍ରା ହୋଇଥିବେ ଏବଂ ପର କୁତ୍ସାରଟନା କରୁ ନ ଥିବେ। ସେମାନେ ମିତାଚାରୀ ଓ ସବୁ ବିଷୟରେ ସଚ୍ଚୋଟ ବୋଲି ସୁନାମ ଅର୍ଜନ କରିଥିବେ। Gade chapit laପବିତ୍ର ବାଇବଲ11 ସେହିପରି ବିଶେଷ ସେବିକା ହେବା ପାଇଁ ନିଯୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସେମାନେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା ଆଦୌ କହୁ ନ ଥିବେ। ସେମାନଙ୍କର ଆତ୍ମା ସଂଯମ ଥିବା ପ୍ରୟୋଜନ ଓ ପ୍ରତ୍ୟେକ କଥାରେ ଯେପରି ସେମାନଙ୍କୁ ବିଶ୍ୱାସ କରାଯାଇ ପାରୁଥିବ। Gade chapit la |