୧ ତୀମଥି 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।। Gade chapit laଓଡିଆ ବାଇବେଲ16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ। Gade chapit laପବିତ୍ର ବାଇବଲ16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।