୧ ତୀମଥି 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, Gade chapit laପବିତ୍ର ବାଇବଲ (Re-edited) - (BSI)2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, Gade chapit laଓଡିଆ ବାଇବେଲ2 ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, Gade chapit laପବିତ୍ର ବାଇବଲ (CL) NT (BSI)2 କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ। Gade chapit laପବିତ୍ର ବାଇବଲ2 ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର। Gade chapit la |