୧ ତୀମଥି 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ, Gade chapit laପବିତ୍ର ବାଇବଲ (Re-edited) - (BSI)8 ସେହି ପ୍ରକାରେ ସେବକମାନଙ୍କର, ଶୁଦ୍ଧ ବିବେକରେ ବିଶ୍ଵାସର ନିଗୂଢ଼ ତତ୍ତ୍ଵ ଅବଲମ୍ଵନ କରି ଗମ୍ଭୀର, ଛଳନାବାକ୍ୟରହିତ, Gade chapit laଓଡିଆ ବାଇବେଲ8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ, Gade chapit laପବିତ୍ର ବାଇବଲ (CL) NT (BSI)8 ମଣ୍ଡଳୀର ଦୀକନମାନେ ମଧ୍ୟ ସଚରିତ୍ର ଓ କର୍ତ୍ତବ୍ୟପରାୟଣ ହେବା ଆବଶ୍ୟକ। ସେମାନେ ମଦ୍ୟପ ବା ଧନଭୋଲୀ ହୋଇ ନ ଥିବେ। Gade chapit laପବିତ୍ର ବାଇବଲ8 ସେହିପରି ମଣ୍ଡଳୀରେ ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ସେବକଗଣ ଏଭଳି ଲୋକ ହୋଇଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସେମାନେ ଯାହା କହନ୍ତି, ତାହା ବିଶ୍ୱାସ ଯୋଗ୍ୟ ହେବା ଉଚିତ୍। ଅଧିକ ଦ୍ରାକ୍ଷାରସ ପିଇବାରେ ନିଜ ସମୟ କାଟିବା ଉଚିତ୍ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହେବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସେମାନେ ହୋଇ ନ ଥିବେ। Gade chapit la |