୧ ତୀମଥି 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। Gade chapit laଓଡିଆ ବାଇବେଲ13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର । Gade chapit laପବିତ୍ର ବାଇବଲ (CL) NT (BSI)13 ମୁଁ ତୁମ ନିକଟକୁ ଆସିବା ପର୍ଯ୍ୟନ୍ତ ତୁମେ ଧର୍ମଶାସ୍ତ୍ର ପଠନ, ଉପଦେଶ ଓ ଶିକ୍ଷାଦାନ କାର୍ଯ୍ୟ କରୁଥାଅ। Gade chapit laପବିତ୍ର ବାଇବଲ13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ। Gade chapit la |