୧ ତୀମଥି 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର। Gade chapit laଓଡିଆ ବାଇବେଲ14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର । Gade chapit laପବିତ୍ର ବାଇବଲ (CL) NT (BSI)14 ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ ତୁମକୁ ଈଶ୍ୱରଙ୍କ ବାଣୀ ଶୁଣାଇ ତୁମ ଉପରେ ହସ୍ତାର୍ପଣ କରିବା ବେଳେ ତୁମେ ଯେଉଁ ଆଧ୍ୟାତ୍ମିକ ଶକ୍ତି ଲାଭ କରିଥିଲ, ତାହାକୁ ଅବହେଳା କର ନାହିଁ। Gade chapit laପବିତ୍ର ବାଇବଲ14 ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟଦ୍ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା। Gade chapit la |