୧ ତୀମଥି 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଈଶ୍ଵରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରାହ୍ୟ ନୁହେଁ, Gade chapit laଓଡିଆ ବାଇବେଲ4 କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, Gade chapit laପବିତ୍ର ବାଇବଲ (CL) NT (BSI)4 ଈଶ୍ୱର ଯାହା ସୃଷ୍ଟି କରିଛନ୍ତି, ସେ ସମସ୍ତ ଉତ୍ତମ, ସେଥିରୁ କୌଣସିଟିକୁ ବର୍ଜନ କରାଯାଇପାରେ ନାହିଁ। ତାଙ୍କୁ ଧନ୍ୟବାଦ ଅର୍ପଣ କରି ତାଙ୍କର ସମସ୍ତ ଦାନକୁ କୃତଜ୍ଞତା ସହ ଗ୍ରହଣ କରିବା ଉଚିତ। Gade chapit laପବିତ୍ର ବାଇବଲ4 ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। Gade chapit la |