୧ ତୀମଥି 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; Gade chapit laପବିତ୍ର ବାଇବଲ (Re-edited) - (BSI)14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; Gade chapit laଓଡିଆ ବାଇବେଲ14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ; Gade chapit laପବିତ୍ର ବାଇବଲ (CL) NT (BSI)14 ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ। Gade chapit laପବିତ୍ର ବାଇବଲ14 ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ। Gade chapit la |