Biblia Todo Logo
Bib sou entènèt

- Piblisite -




୧ ତୀମଥି 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ

21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।

Gade chapit la Kopi




୧ ତୀମଥି 6:21
13 Referans Kwoze  

ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।


ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,


ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।


ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


Swiv nou:

Piblisite


Piblisite