୨ କରିନ୍ଥୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର, Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ତୁମ୍ଭେମାନେ ଯେପରି ଦ୍ଵିତୀୟ ଥର ଅନୁଗ୍ରହ ଲାଭ କରି ପାର, Gade chapit laଓଡିଆ ବାଇବେଲ15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର, Gade chapit laପବିତ୍ର ବାଇବଲ (CL) NT (BSI)15 ଏ ବିଶୟ ମୁଁ ନିଶ୍ଚିତ ଭାବରେ ଜାଣି ଥିବାରୁ ପ୍ରଥମେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୋର ଇଚ୍ଛା ଥିଲା। ତାହେଲେ ତୁମ୍ଭମାନେ ଦୁଇ ଥର ଆନନ୍ଦ ଲାଭ କରି ପାରିଥାଆନ୍ତ। Gade chapit laପବିତ୍ର ବାଇବଲ15 ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।