୨ କରିନ୍ଥୀୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ? Gade chapit laପବିତ୍ର ବାଇବଲ (Re-edited) - (BSI)17 ତେବେ ଏହିପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଲଘୁ ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ? Gade chapit laଓଡିଆ ବାଇବେଲ17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କ'ଣ ଅସ୍ଥିର ଭାବରେ ଆଚରଣ କରିଥିଲି ? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କ'ଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ ? Gade chapit laପବିତ୍ର ବାଇବଲ (CL) NT (BSI)17 ମୁଁକଣ ଅନିଶ୍ଚିତ ଭାବରେ ଏହି କାର୍ଯ୍ୟସୂଚୀ ପ୍ରସ୍ଥତ କରିଥିଲି? ଯେଉଁମାନେ ଏକ ସଙ୍ଗରେ “ହଁ, ହଁ” ଓ “ନା, ନା” କରନ୍ତି, ସେମାନଙ୍କ ପରି କଅଣ ମୁଁ ନିଜର ସ୍ୱାର୍ଥସିଦ୍ଧି ପାଇଁ ମୋର କାର୍ଯ୍ୟକ୍ରମ କରିଥ।।ଏ? Gade chapit laପବିତ୍ର ବାଇବଲ17 ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି। Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।